1 Kings 22:29 — Compare Translations

5 translations compared side by side

Odia - 1840
"ଅନନ୍ତର ଇଶ୍ରାୟେଲର ରାଜା ଆହାବ୍ ଓ ଯିହୁଦାର ରାଜା ୟିହୋଶାଫଟ୍ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦ୍କୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାମୋତ୍-ଗିଲିୟ‌ଦ୍‌ରେ ଯୁଦ୍ଧ ଅନନ୍ତର ଇସ୍ରାଏଲର ରାଜା ଆହାବ ଓ ଯିହୁଦାର ରାଜା ଯିହୋଶାଫଟ୍ ଯୁଦ୍ଧ କରିବାକୁ ରାମୋତ୍-ଗିଲିୟ‌ଦ୍‌କୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।