1 Kings 22:3 — Compare Translations

5 translations compared side by side

Odia - 1840
"ଏହି ସମୟରେ ଆହାବ୍ ତାଙ୍କର ଅଧିକାରୀମାନଙ୍କୁ କହିଲେ, ରାମାେତ୍ ଗିଲିଯଦ୍ ଆମ୍ଭମାନଙ୍କର ଅଟେ, ତୁମ୍ଭମାନେେ ଏହା ଜାଣ। କିନ୍ତୁ ଅରାମର ରାଜା ଏହା ଅଧିକାର କଲା। ତଥାପି ଆମ୍ଭମାନେେ ନୀରବ ରେ ବସି ରହିଛୁ, ଆମ୍ଭେ ଅରାମର ରାଜାଙ୍କଠାରୁ ତାହା ଫରୋଇ ନଇେ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, ରାମୋତ୍-ଗିଲୀୟଦ୍ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ତୁନି ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଆହାବ ତାଙ୍କର ଅଧିକାରୀମାନଙ୍କୁ କହିଲେ, “ରାମୋତ୍ ଗିଲିୟଦ୍ ଆମ୍ଭମାନଙ୍କର ଅଟେ, ତୁମ୍ଭେମାନେ ଏହା ଜାଣ। କିନ୍ତୁ ଅରାମର ରାଜା ଏହା ଅଧିକାର କଲା। ତଥାପି ଆମ୍ଭେମାନେ ନୀରବରେ ବସି ରହିଛୁ, ଆମ୍ଭେ ଅରାମର ରାଜାଙ୍କଠାରୁ ତାହା ଫେରାଇ ନେଇ ନାହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କ’ଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”