1 Kings 22:31 — Compare Translations

5 translations compared side by side

Odia - 1840
"ମାତ୍ର ଅରାମର ରାଜା ତାଙ୍କର ବତିଶ ରଥାଧ୍ଯକ୍ଷଙ୍କୁ ଆଦେଶ ଦେଲେ, ତୁମ୍ଭମାନେେ ଇଶ୍ରାୟେଲର ରାଜା ବ୍ଯତୀତ ଅନ୍ୟ କାହା ସଙ୍ଗେ ୟୁଦ୍ଧ କରନାହିଁ। ତୁମ୍ଭେ ନିଶ୍ଚଯ ତାକୁ ହତ୍ଯା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅରାମର ରାଜା ତାଙ୍କର ବତିଶ୍ ରଥାଧ୍ୟକ୍ଷଙ୍କୁ ଆଦେଶ ଦେଲେ, “ତୁମ୍ଭେମାନେ ଇସ୍ରାଏଲର ରାଜା ବ୍ୟତୀତ ଅନ୍ୟ କାହା ସଙ୍ଗେ ଯୁଦ୍ଧ କର ନାହିଁ। ତୁମ୍ଭେ ନିଶ୍ଚୟ ତାଙ୍କୁ ହତ୍ୟା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”