1 Kings 22:32 — Compare Translations
5 translations compared side by side
Odia - 1840
"ୟୁଦ୍ଧ ରେ ସହେି ରଥାଧ୍ଯକ୍ଷମାନେ ୟିହୋଶାଫଟଙ୍କୁ ଇଶ୍ରାୟେଲର ରାଜା ଭାବି ଯେତବେେଳେ ଆକ୍ରମଣ କଲେ, ସେ ଚିତ୍କାର କରି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧରେ ସେହି ରଥାଧ୍ୟକ୍ଷମାନେ ଯିହୋଶାଫଟଙ୍କୁ ଇସ୍ରାଏଲର ରାଜା ଭାବି ଯେତେବେଳେ ଆକ୍ରମଣ କଲେ, ସେ ଚିତ୍କାର କରି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”