1 Kings 22:33 — Compare Translations

5 translations compared side by side

Odia - 1840
"ରଥାଧ୍ଯକ୍ଷମାନେ ଜାଣିଲେ ଯେ ସେ ଇଶ୍ରାୟେଲର ରାଜା ନିହଁନ୍ତି, ତେଣୁ ସମାନେେ ତାଙ୍କୁ ମାରିବାରୁ ନିବୃତ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରଥାଧ୍ୟକ୍ଷମାନେ ଜାଣିଲେ ଯେ ସେ ଇସ୍ରାଏଲର ରାଜା ନୁହନ୍ତି, ତେଣୁ ସେମାନେ ତାଙ୍କୁ ମାରିବାରୁ ନିବୃତ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।