1 Kings 22:34 — Compare Translations

5 translations compared side by side

Odia - 1840
"ସହେି ସମୟରେ ଏକ ଶର ଜଣେ ସୈନ୍ଯ ଦ୍ବାରା ବିଦ୍ଧ ହାଇେ ଆସିଲା। ଏହା ରାଜାଙ୍କର ସାଞ୍ଜୁ ଦ୍ବାରା ଆଚ୍ଛାଦିତ ହାଇନେଥିବା ଦହରେ ଅଂଶକୁ ଭଦେ କଲା। ତେଣୁ ରାଜା ତାଙ୍କ ସାରଥିକି କହିଲେ, ମାେତେ ଏ ସ୍ଥାନରୁ ନଇୟୋଅ, କାରଣ ମୁଁ ଗୋଟିଏ ଶରଦ୍ବାରା ଅତିଶଯ ଆଘାତ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ-ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଏକ ଶର ଜଣେ ସୈନ୍ୟ ଦ୍ୱାରା ବିଦ୍ଧ ହୋଇ ଆସିଲା। ଏହା ରାଜାଙ୍କର ସାଞ୍ଜୁ ଦ୍ୱାରା ଆଚ୍ଛାଦିତ ହୋଇ ନ ଥିବା ଦେହର ଅଂଶକୁ ଭେଦ କଲା। ତେଣୁ ରାଜା ତାଙ୍କ ସାରଥିକି କହିଲେ, “ମୋତେ ଏ ସ୍ଥାନରୁ ନେଇଯାଅ, କାରଣ ମୁଁ ଗୋଟିଏ ଶରଦ୍ୱାରା ଅତିଶୟ ଆଘାତ ପାଇଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”