1 Kings 22:35 — Compare Translations
5 translations compared side by side
Odia - 1840
"ସଦେିନ ସୈନ୍ଯମାନେ ପ୍ରବଳ ୟୁଦ୍ଧ ଚଳାଇଲେ, ରାଜା ଆହାବ୍ ତାଙ୍କ ରଥରେ ରହିଲେ। ସେ ଅରାମୀଯ ସୈନ୍ଯମାନଙ୍କୁ ଦେଖି ରଥର ପାଶର୍ବ ରେ ଆଉଜି ହାଇେ ରହିଲେ। ତାଙ୍କର ରକ୍ତ ରେ ରଥର ତଳ ସିକ୍ତ ହେଲା ଓ ସନ୍ଧ୍ଯାବଳକେୁ ସେ ମୃତ୍ଯୁ ବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି ଲୋକମାନେ ଆରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସୈନ୍ୟମାନେ ପ୍ରବଳ ଯୁଦ୍ଧ ଚଳାଇଲେ, ରାଜା ଆହାବ ତାଙ୍କ ରଥରେ ରହିଲେ। ସେ ଅରାମୀୟ ସୈନ୍ୟମାନଙ୍କୁ ଦେଖି ରଥର ପାର୍ଶ୍ୱରେ ଆଉଜି ହୋଇ ରହିଲେ। ତାଙ୍କର ରକ୍ତରେ ରଥର ତଳ ସିକ୍ତ ହେଲା ଓ ସନ୍ଧ୍ୟାବେଳକୁ ସେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।