1 Kings 22:36 — Compare Translations
5 translations compared side by side
Odia - 1840
"ପୁଣି ସୂର୍ୟ୍ଯାସ୍ତ ବଳକେୁ ପ୍ରେତ୍ୟକଙ୍କୁ ନିଜ ନିଜ ନଗରକୁ ଓ ଦେଶକୁ ଫରେିୟିବାକୁ ଆଦେଶ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସୂର୍ଯ୍ୟାସ୍ତ ବେଳକୁ ପ୍ରତ୍ୟେକଙ୍କୁ ନିଜ ନିଜ ନଗରକୁ ଓ ଦେଶକୁ ଫେରିଯିବାକୁ ଆଦେଶ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।