1 Kings 22:37 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ରାଜା ଆହାବ୍ ମୃତ୍ଯୁ ବରଣ କଲେ ଓ ତାଙ୍କର ଲୋକ ଶମରିଯାକୁ ବୋହି ଆଣି ତାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ରାଜା ଆହାବ ମୃତ୍ୟୁବରଣ କଲେ ଓ ତାଙ୍କର ଲୋକ ଶମରିୟାକୁ ବୋହି ଆଣି ତାଙ୍କୁ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।