1 Kings 22:38 — Compare Translations
5 translations compared side by side
Odia - 1840
"ଆଉ ସମାନେେ ଶମରିଯାର ପୋଖରୀଠା ରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠା ରେ ବେଶ୍ଯାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବ୍ର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ । ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଶମରିୟାର ପୋଖରୀଠାରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠାରେ ବେଶ୍ୟାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।