1 Kings 22:39 — Compare Translations

5 translations compared side by side

Odia - 1840
"ଆହାବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ୟ୍ଯକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ ନଗର ବିଷଯ ରେ ଇଶ୍ରାୟେଲର ରାଜବଂଶ ଇତିହାସ ରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ-ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କାର୍ଯ୍ୟକଳାପ ତାଙ୍କର ହସ୍ତୀଦନ୍ତ ନିର୍ମିତ ମନୋହର ପ୍ରାସାଦ ଏବଂ ତାଙ୍କ ନିର୍ମିତ ସୁଦୃଢ଼ ନଗର ବିଷୟରେ ଇସ୍ରାଏଲର ରାଜବଂଶ ଇତିହାସରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?