1 Kings 22:4 — Compare Translations
5 translations compared side by side
Odia - 1840
"ତେଣୁ ଆହାବ୍ ୟିହୋଶାଫଟଙ୍କୁ ପଚାରିଲେ, ତୁମ୍ଭେ କ'ଣ ମାେ ସହିତ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦକୁ ଯାଉଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯିହୋଶାଫଟ୍ଙ୍କୁ କହିଲେ, ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ? ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ଵ ତୁମ୍ଭ ଅଶ୍ଵ ପରି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆହାବ ଯିହୋଶାଫଟଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ମୋ’ ସହିତ ଯୁଦ୍ଧ କରିବାକୁ ରାମୋତ୍-ଗିଲିୟଦକୁ ଯାଉଛ?” ଯିହୋଶାଫଟ୍ କହିଲେ, “ହଁ, ମୁଁ ଯୁଦ୍ଧରେ ଯୋଗ ଦେବି। ମୋର ସୈନ୍ୟବାହିନୀ ଓ ଅଶ୍ୱାରୋହୀ ତୁମ୍ଭ ସହିତ ଯୁଦ୍ଧରେ ଯୋଗ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କ’ଣ ଯୁଦ୍ଧ କରିବା ପାଇଁ ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”