1 Kings 22:40 — Compare Translations

5 translations compared side by side

Odia - 1840
"ଆହାବ୍ଙ୍କ ମୃତ୍ଯୁପରେ ସେ ତାଙ୍କର ପୂର୍ବ ପୁରୁଷଙ୍କ ସହିତ କବର ନେଲେ ଓ ତାଙ୍କ ଅନ୍ତେ ତାଙ୍କ ପୁତ୍ର ଅହସିଯ ତାଙ୍କ ପଦ ରେ ରାଜ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆହାବ ଆପଣା ପିତୃଗଣ ସହିତ ଶୟନ କଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବଙ୍କ ମୃତ୍ୟୁପରେ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ ଓ ତାଙ୍କ ଅନ୍ତେ ତାଙ୍କ ପୁତ୍ର ଅହସିୟ ତାଙ୍କ ପଦରେ ରାଜ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।