1 Kings 22:41 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ରାଜା ଆହାବ୍ଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ଆସାଙ୍କର ପୁତ୍ର ଯିହାଶାଫେଟ୍ ଯିହୁଦାର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଆହାବଙ୍କର ଅଧିକାରର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦାର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।