1 Kings 22:42 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ପଞ୍ଚତିରିଶ ବର୍ଷ ବଯସ ରେ ରାଜା ହେଲେ ଓ ସେ ପଚିଶ ବର୍ଷ ୟିରୁଶାଲମ ରେ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ଅସୂବା ଓ ସେ ଶଲହିର କନ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ । ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ପଞ୍ଚତିରିଶ୍ ବର୍ଷ ବୟସରେ ରାଜା ହେଲେ ଓ ସେ ପଚିଶ୍ ବର୍ଷ ଯିରୁଶାଲମରେ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ଅସୂବା ଓ ସେ ଶଲହିର କନ୍ୟା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
Odia IRV 2017 (ଓଡିଆ ବାଇବେଲ)
ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।