1 Kings 22:43 — Compare Translations

5 translations compared side by side

Odia - 1840
"ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ ତାହା ହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ନାହିଁ। ସେ ସମୟରେ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନୋହି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।