1 Kings 22:45 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ଅତି ସାହସୀ ଥିଲେ ଓ ସେ ବହୁ ୟୁଦ୍ଧ କରିଥିଲେ। ତାଙ୍କର ସମସ୍ତ କାର୍ୟ୍ଯ ଯିହୁଦାର ରାଜଗଣଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତା; ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଅତି ସାହସୀ ଥିଲେ ଓ ସେ ବହୁ ଯୁଦ୍ଧ କରିଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଯିହୁଦାର ରାଜଗଣଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?