1 Kings 22:46 — Compare Translations
5 translations compared side by side
Odia - 1840
"ୟିହୋଶାଫଟ୍ ତାଙ୍କ ପିତା ଆସାଙ୍କ ସମୟରେ ଯେଉଁ ପୁରୁଷ ବେଶ୍ଯାମାନେ ଥିଲେ ସମାନଙ୍କେୁ ସେ ଦେଶରୁ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ତାଙ୍କ ପିତା ଆସାଙ୍କ ସମୟରେ ଯେଉଁ ପୁରୁଷ ବେଶ୍ୟାମାନେ ଥିଲେ ସେମାନଙ୍କୁ ସେ ଦେଶରୁ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ।