1 Kings 22:47 — Compare Translations
5 translations compared side by side
Odia - 1840
"ସହେି ସମୟରେ ଇଦୋମର କହେି ରାଜା ନଥିଲେ। ଯିହୁଦାର ରାଜାଙ୍କ ଦ୍ବାରା ନିୟୁକ୍ତି ଜଣେ ପ୍ରତିନିଧି ତା'ର ଶାସନ ଚଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲେ। ଯିହୁଦାର ରାଜାଙ୍କ ଦ୍ୱାରା ନିଯୁକ୍ତ ଜଣେ ପ୍ରତିନିଧି ତା’ର ଶାସନ ଚଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।