1 Kings 22:48 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ ଓଫୀରକୁ ୟାଇ ସୁନା ଆଣିବା ସକାେଶ ତର୍ଶୀଶର କେତକେ ବାଣିଜ୍ଯ ପୋତ ନିର୍ମାଣ କଲେ, ମାତ୍ର ସେ ସବୁ ଗଲାନାହିଁ କାରଣ ସହେି ଜାହାଜଗୁଡିକ ଇତ୍ସିୟୋନ୍ଗବରେ ରେ ଭାଙ୍ଗିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ୍ଗେବରରେ ଜାହାଜମାନ ଭାଙ୍ଗିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଓଫୀରକୁ ଯାଇ ସୁନା ଆଣିବା ସକାଶେ ତର୍ଶୀଶର କେତେକ ବାଣିଜ୍ୟ ପୋତ ନିର୍ମାଣ କଲେ, ମାତ୍ର ସେ ସବୁ ଗଲା ନାହିଁ। କାରଣ ସେହି ଜାହାଜଗୁଡ଼ିକ ଇତ୍ସିୟୋନ୍ ଗେବରରେ ଭାଙ୍ଗିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
Odia IRV 2017 (ଓଡିଆ ବାଇବେଲ)
ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।