1 Kings 22:49 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ଆହାବ୍ଙ୍କ ପୁତ୍ର ଅହସିଯ ୟିହୋଶାଫଟଙ୍କୁ କହିଲେ, ମାରେ ନାବିକମାନେ ତୁମ୍ଭର ନାବିକମାନଙ୍କ ସହିତ ଜାହାଜ ରେ ଯିବେ, ମାତ୍ର ଯିହାଶାଫେଟ୍ ଏଥି ରେ ରାଜି ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ । ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଆହାବଙ୍କ ପୁତ୍ର ଅହସିୟ ଯିହୋଶାଫଟଙ୍କୁ କହିଲେ, ମୋର ନାବିକମାନେ ତୁମ୍ଭର ନାବିକମାନଙ୍କ ସହିତ ଜାହାଜରେ ଯିବେ, ମାତ୍ର ଯିହୋଶାଫଟ୍ ଏଥିରେ ରାଜି ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।