1 Kings 22:5 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ବିନଯ କରୁଛି, ଆମ୍ଭେ ସର୍ବ ପ୍ରଥମେ ସଦାପ୍ରଭୁଙ୍କ ବାକ୍ଯ ପଗ୍ଭରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ବିନୟ କରୁଛି, ଆମ୍ଭେ ସର୍ବ ପ୍ରଥମେ ସଦାପ୍ରଭୁଙ୍କ ବାକ୍ୟ ପଗ୍ଭରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”