1 Kings 22:50 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ଙ୍କ ମୃତ୍ଯୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ରେ ସମାହିତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହାରୋମ୍ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫ‌ଟଙ୍କ ମୃତ୍ୟୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବରପ୍ରାପ୍ତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ୍ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।