1 Kings 22:51 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ୟିହୋଶାଫଟ୍ଙ୍କ ରାଜତ୍ବର ସପ୍ତଦଶ ବର୍ଷ ରେ ଆହାବ୍ଙ୍କ ପୁତ୍ର ଅହସିଯ ଇଶ୍ରାୟେଲର ରାଜା ହେଲେ। ସେ ଶମରିଯା ରେ ଦୁଇବର୍ଷ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଯିହୋଶାଫଟ୍ଙ୍କର ଅଧିକାରର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଅହସିୟ ଯିହୁଦାର ରାଜା ଯିହୋଶାଫଟଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଆହାବଙ୍କ ପୁତ୍ର ଅହସିୟ ଇସ୍ରାଏଲର ରାଜା ହେଲେ। ସେ ଶମରିୟାରେ ଦୁଇ ବର୍ଷ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।