1 Kings 22:52 — Compare Translations

5 translations compared side by side

Odia - 1840
"ଅହସିଯ ଆପଣା ପିତା ଆହାବ୍, ମାତା ଇଷବଲେ ଓ ନବାଟଙ୍କ ପୁତ୍ର ୟାରବିଯାମ ପରି ପାପକର୍ମ କଲେ। ଏହିସବୁ ଶାସକ ଇଶ୍ରାୟେଲ ଲୋକଙ୍କୁ ପାପ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହସିୟ ଆପଣା ପିତା ଆହାବ, ମାତା ଇଷେବଲ ଓ ନବାଟଙ୍କ ପୁତ୍ର ଯାରବିୟାମ ପରି ପାପକର୍ମ କଲେ। ଏହିସବୁ ଶାସକ ଇସ୍ରାଏଲ ଲୋକଙ୍କୁ ପାପ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।