1 Kings 22:53 — Compare Translations
5 translations compared side by side
Odia - 1840
"ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିଯାନୁସା ରେ ବାଲର ଉପାସନା ଓ ସବୋ କଲେ ଓ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତ କଲେ। ସଦାପ୍ରଭୁ ତା' ଉପରେ କୋରଧ କଲେ, ଯେପରି ତା'ର ପିତାଙ୍କ ଉପରେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ବିରକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ଉପାସନା ଓ ସେବା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ। ସଦାପ୍ରଭୁ ତା’ ଉପରେ କ୍ରୋଧ କଲେ, ଯେପରି ତା’ର ପିତାଙ୍କ ଉପରେ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।