1 Kings 22:6 — Compare Translations
5 translations compared side by side
Odia - 1840
"ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷା; ହେବି? ତହୁଁ ସେମାନେ କହିଲେ, ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆହାବ 400 ଭବିଷ୍ୟଦ୍ବକ୍ତାଙ୍କୁ ଡକାଇ ଏକତ୍ରିତ କଲେ ଓ ସେମାନଙ୍କୁ ପଗ୍ଭରିଲେ, “ମୁଁ ରାମୋତ୍-ଗିଲିୟଦ ବିରୁଦ୍ଧରେ ପ୍ରଥମେ ଯୁଦ୍ଧ କରିବାକୁ ଯିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହେବା ଉଚିତ୍?” ତହୁଁ ସେମାନେ ଉତ୍ତର କଲେ, “ତୁମ୍ଭେ ବର୍ତ୍ତମାନ ଯାଇ ଯୁଦ୍ଧ କରିବା ଉଚିତ୍, କାରଣ ସଦାପ୍ରଭୁ ତୁମ୍ଭକୁ ବର୍ତ୍ତମାନ ଜୟଲାଭ କରିବାକୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”