1 Kings 22:7 — Compare Translations

5 translations compared side by side

Odia - 1840
"କିନ୍ତୁ ଯିହାଶାଫେଟ୍ କହିଲେ, ତୁମ୍ଭମାନଙ୍କ ବ୍ଯତୀତ ଆଉ କହେି ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି କି? ଯଦି ସଠାେରେ ଅଛନ୍ତି, ଆମ୍ଭେ ସମାନଙ୍କେୁ ପରମେଶ୍ବରଙ୍କର ବାକ୍ଯ ପଗ୍ଭରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୋଶାଫଟ୍ କହିଲେ, ଏମାନଙ୍କ ଛଡ଼ା ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?ଣଦ୍ଵି.ରା.୩:୧୧
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିହୋଶାଫଟ୍ କହିଲେ, “ତୁମ୍ଭମାନଙ୍କ ବ୍ୟତୀତ ଆଉ କେହି ସଦାପ୍ରଭୁଙ୍କ ଭବିଷ୍ୟ‌ଦ୍‌ବକ୍ତା ଏଠାରେ ଅଛନ୍ତି କି? ଯଦି ସେଠାରେ ଅଛନ୍ତି, ଆମ୍ଭେ ତାହାଙ୍କୁ ପରମେଶ୍ୱରଙ୍କର ବାକ୍ୟ ପଗ୍ଭରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”