1 Kings 22:9 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଆହାବ୍ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, ଇମ୍ଲର ପୁତ୍ର ମୀଖାଯଙ୍କୁ ଶିଘ୍ର ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଆହାବ ଜଣେ ଅଧିକାରୀକୁ ଡାକିଲେ ଏବଂ ତାକୁ ଆଦେଶ ଦେଲେ, “ଇମ୍ଳର ପୁତ୍ର ମୀଖାୟଙ୍କୁ ଶୀଘ୍ର ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”