1 Kings 3:1 — Compare Translations

5 translations compared side by side

Odia - 1840
"ତା'ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ଯାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସହେି ସମୟରେ ସେ ନିଜ ପାଇଁ ପ୍ରସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ଯ ୟିରୁଶାଲମର ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ପାଇଁ ଶଲୋମନଙ୍କ ପ୍ରାର୍ଥନା ତା’ପରେ ଶଲୋମନ ମିଶରର ରାଜା ସହିତ ଚୁକ୍ତି କରି ଫାରୋଙ୍କ କନ୍ୟାକୁ ବିବାହ କଲେ ଓ ତାକୁ ଦାଉଦ ନଗରକୁ ଆଣିଲେ। ସେହି ସମୟରେ ସେ ନିଜ ପାଇଁ ପ୍ରାସାଦ ଓ ସଦାପ୍ରଭୁଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରୁଥିଲେ। ସେ ମଧ୍ୟ ଯିରୁଶାଲମର ଚତୁର୍ଦ୍ଦିଗରେ ଏକ ପ୍ରାଚୀର ନିର୍ମାଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।