1 Kings 3:10 — Compare Translations

5 translations compared side by side

Odia - 1840
"ଶଲୋମନଙ୍କ ଏହି ବିଷଯ ମାଗିବା ରେ ସଦାପ୍ରଭୁ ତାଙ୍କ ପ୍ରତି ସନ୍ତୁଷ୍ଟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କ ଏହି ବିଷୟ ମାଗିବାରେ ସଦାପ୍ରଭୁ ତାଙ୍କ ପ୍ରତି ସନ୍ତୁଷ୍ଟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।