1 Kings 3:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କୁ କହିଲେ, ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାଯୁ ମାଗିନାହିଁ କି ନିଜପାଇଁ ବିପୁଳ ଐଶ୍ବର୍ୟ୍ଯ ମାଗିନାହିଁ, କି ନିଜର ଶତୃମାନଙ୍କର ମୃତ୍ଯୁ ମାଗିନାହିଁ, ମାତ୍ର ଲୋକମାନଙ୍କର ନ୍ଯାଯ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାୟୁ ମାଗି ନାହଁ କି ନିଜ ପାଇଁ ବିପୁଳ ଐଶ୍ୱର୍ଯ୍ୟ ମାଗି ନାହଁ, କି ନିଜର ଶତ୍ରୁମାନଙ୍କର ମୃତ୍ୟୁ ମାଗି ନାହଁ, ମାତ୍ର ଲୋକମାନଙ୍କର ନ୍ୟାୟ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
Odia IRV 2017 (ଓଡିଆ ବାଇବେଲ)