1 Kings 3:13 — Compare Translations

5 translations compared side by side

Odia - 1840
"ଏହା ବ୍ଯତୀତ ତୁମ୍ଭେ ମାଗି ନଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦବୋ ଯେ ତୁମ୍ଭ ଜୀବନ କାଳ ରେ ପୃଥିବୀ ରେ କହେି ତୁମ୍ଭ ସମାନ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ବ୍ୟତୀତ ତୁମ୍ଭେ ମାଗି ନ ଥିବା ଜିନିଷ ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ତୁମ୍ଭକୁ ପ୍ରଚୁର ସମ୍ପତ୍ତି ଓ ସମ୍ମାନ ଦେବା ଯେ ତୁମ୍ଭ ଜୀବନ କାଳରେ ପୃଥିବୀରେ କେହି ତୁମ୍ଭ ସମାନ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।