1 Kings 3:14 — Compare Translations

5 translations compared side by side

Odia - 1840
"ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ଯବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତବେେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତେବେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”