1 Kings 3:15 — Compare Translations
5 translations compared side by side
Odia - 1840
"ତା'ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ବର ତାଙ୍କୁ ସ୍ବପ୍ନାଦେଶ କରଛନ୍ତି। ତେଣୁ ସେ ୟିରୁଶାଲମକୁ ୟାଇ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମ୍ମୁଖ ରେ ଦଣ୍ତାଯମାନ ହାଇେ ହାମବେଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ଵପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ୱର ତାଙ୍କୁ ସ୍ୱପ୍ନାଦେଶ କରିଛନ୍ତି। ତେଣୁ ସେ ଯିରୁଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଦଣ୍ଡାୟମାନ ହୋଇ ହୋମବଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।