1 Kings 3:16 — Compare Translations
5 translations compared side by side
Odia - 1840
"ଦିନେ ଦୁଇଜଣ ଗଣିକା ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖ ରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲମୋନଙ୍କ ଜ୍ଞାନର ପ୍ରମାଣ ଦିନେ ଦୁଇଜଣ ବେଶ୍ୟା ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।