1 Kings 3:17 — Compare Translations
5 translations compared side by side
Odia - 1840
"ଜଣେ ସ୍ତ୍ରୀ ଲୋକ କହିଲା, ହେ ମାରେ ମହାରାଜା, ଆମ୍ଭେ ଦୁଇଜଣ ଏକତ୍ର ଗୋଟିଏ ଛାତ ତଳେ ବାସ କରୁଥିଲୁ ଓ ଆମ୍ଭେ ଉଭୟେ ଗର୍ଭବତୀ ହାଇେଥିଲୁ। ସହେି ଘ ରେ ତା' ସହିତ ବାସ କରୁଥିବା ବେଳେ ମୁଁ ଏକ ସନ୍ତାନ ପ୍ରସବ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏକ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀଲୋକ କହିଲା, “ହେ ମୋର ମହାରାଜା, ଆମ୍ଭେ ଦୁଇଜଣ ଏକତ୍ର ଗୋଟିଏ ଛାତ ତଳେ ବାସ କରୁଥିଲୁ ଓ ଆମ୍ଭେ ଉଭୟେ ଗର୍ଭବତୀ ହୋଇଥିଲୁ। ସେହି ଘରେ ତା’ ସହିତ ବାସ କରୁଥିବା ବେଳେ ମୁଁ ଏକ ସନ୍ତାନ ପ୍ରସବ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୁ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।