1 Kings 3:18 — Compare Translations
5 translations compared side by side
Odia - 1840
"ମାହେର ପ୍ରସବର ତୃତୀୟ ଦିବସ ରେ ଏହି ସ୍ତ୍ରୀ ଲୋକ ମଧ୍ଯ ଏକ ସନ୍ତାନ ପ୍ରସବ କଲା। ସହେି ଘ ରେ ଆମ୍ଭ ଦୁହିଁଙ୍କ ବ୍ଯତୀତ ଅନ୍ୟ କୌଣସି ଲୋକ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ପ୍ରସବର ତୃତୀୟ ଦିବସରେ ଏହି ସ୍ତ୍ରୀଲୋକ ମଧ୍ୟ ଏକ ସନ୍ତାନ ପ୍ରସବ କଲା। ସେହି ଘରେ ଆମ୍ଭ ଦୁହିଁଙ୍କ ବ୍ୟତୀତ ଅନ୍ୟ କୌଣସି ଲୋକ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।