1 Kings 3:19 — Compare Translations

5 translations compared side by side

Odia - 1840
"ଦିନେ ରାତ୍ରି ରେ ଏହି ସ୍ତ୍ରୀଲୋକ ତା'ର ପିଲା ଉପରେ ଲଦି ହାଇେ ଶାଇେ ପଡିବାରୁ ତା'ର ପିଲାଟି ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ନଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ରାତ୍ରିରେ ଏହି ସ୍ତ୍ରୀଲୋକ ତା’ର ପିଲା ଉପରେ ଲଦି ହୋଇ ଶୋଇ ପଡ଼ିବାରୁ ତା’ର ପିଲାଟି ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।