1 Kings 3:2 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମନ୍ଦିର ନିର୍ମାଣ କାର୍ୟ୍ଯ ଶଷେ ହାଇେ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନ ରେ ବଳିଦାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ହୋଇ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନରେ ବଳିଦାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।