1 Kings 3:20 — Compare Translations
5 translations compared side by side
Odia - 1840
"ତେଣୁ ସହେି ମଧ୍ଯରାତ୍ରି ରେ ମୁଁ ଶାଇେଥିଲା ବେଳେ ସେ ମାରେ ସନ୍ତାନକୁ ନଇୟୋଇ ତା'ର ମୃତ ସନ୍ତାନକୁ ମାେ କୋଳ ରେ ଶୁଆଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ମଧ୍ୟରାତ୍ରିରେ ମୁଁ ଶୋଇଥିଲା ବେଳେ ସେ ମୋର ସନ୍ତାନକୁ ନେଇଯାଇ ତା’ର ମୃତ ସନ୍ତାନକୁ ମୋ’ କୋଳରେ ଶୁଆଇ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।