1 Kings 3:21 — Compare Translations

5 translations compared side by side

Odia - 1840
"ପରଦିନ ପ୍ରଭାତ ରେ ମୁଁ ଯେତବେେଳେ ମାରେ ସନ୍ତାନକୁ ସ୍ତନପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମାରେସନ୍ତାନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ପ୍ରଭାତରେ ମୁଁ ଯେତେବେଳେ ମୋର ସନ୍ତାନକୁ ସ୍ତନ୍ୟପାନ କରାଇବା ପାଇଁ ଉଠିଲି, ପିଲାଟି ମୃତ ପାଇଲି। ମୁଁ ଭଲକରି ନିରୀକ୍ଷଣ କରି ଜାଣିଲି, ସେ ମୋର ସନ୍ତାନ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”