1 Kings 3:23 — Compare Translations
5 translations compared side by side
Odia - 1840
"ତତ୍ପରେ ରାଜା ଶଲୋମନ କହିଲେ, ତୁମ୍ଭେ ଉଭୟ ଜୀବିତ ସନ୍ତାନଟିକୁ ନିଜର ଓ ମୃତ ସନ୍ତାନଟି ଅନ୍ୟର ବୋଲି କହୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ରାଜା କହିଲେ, ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି ଅନ୍ୟ ଜଣ କହୁଛି, ନା; ମାତ୍ର ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ରାଜା ଶଲୋମନ କହିଲେ, “ତୁମ୍ଭେ ଉଭୟ ଜୀବିତ ସନ୍ତାନଟିକୁ ନିଜର ଓ ମୃତ ସନ୍ତାନଟି ଅନ୍ୟର ବୋଲି କହୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ରାଜା କହିଲେ, “ଜଣେ କହୁଛି, ‘ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।’”
Odia IRV 2017 (ଓଡିଆ ବାଇବେଲ)
ତେବେ ରାଜା କହିଲେ, “ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।”