1 Kings 3:25 — Compare Translations

5 translations compared side by side

Odia - 1840
"ପୁଣି ରାଜା କହିଲେ, ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦଇଦେିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା କହିଲେ, ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ତ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜା କହିଲେ, “ଏହି ଜୀବିତ ସନ୍ତାନଟିକୁ ଦୁଇଖଣ୍ତ କରି କାଟି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦେଇଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”