1 Kings 3:27 — Compare Translations
5 translations compared side by side
Odia - 1840
"ତା'ପରେ ରାଜା ଶଲୋମନ କହିଲେ, ପ୍ରଥମ ସ୍ତ୍ରୀ ଲୋକଟି ହେଉଛି ଜୀବିତ ପିଲାର ପ୍ରକୃତ ମାଆ, ପିଲାଟିକୁ ତାକୁ ଦିଅ। ତାକୁ ହତ୍ଯା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ଉତ୍ତର କରି କହିଲେ, ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଶଲୋମନ କହିଲେ, “ପ୍ରଥମ ସ୍ତ୍ରୀଲୋକଟି ହେଉଛି ଜୀବିତ ପିଲାର ପ୍ରକୃତ ମା, ପିଲାଟିକୁ ତାକୁ ଦିଅ।” ତାକୁ ହତ୍ୟା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”