1 Kings 3:28 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମଗ୍ର ଲୋକେ ରାଜାଙ୍କର ନ୍ଯାଯ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସମାନେେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦଯ ରେ ପରମେଶ୍ବରଙ୍କ ଦତ୍ତ ଜ୍ଞାନ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ଵର-ଦତ୍ତ ଜ୍ଞାନ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମଗ୍ର ଲୋକେ ରାଜାଙ୍କର ନ୍ୟାୟ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସେମାନେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦୟରେ ପରମେଶ୍ୱରଙ୍କ ଦତ୍ତ ଜ୍ଞାନ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।