1 Kings 3:4 — Compare Translations

5 translations compared side by side

Odia - 1840
"ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ବଳିଦାନ ନିମନ୍ତେ ଗିବିୟୋନକୁ ଗଲେ, କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା। ସେ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।