1 Kings 3:5 — Compare Translations
5 translations compared side by side
Odia - 1840
"ଶଲୋମନ ଗିବିଯୋନ ରେ ଥିଲା ବେଳେ, ସଦାପ୍ରଭୁ ରାତ୍ରି ରେ ସ୍ବପ୍ନ ରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ବର ସ୍ବପ୍ନ ରେ କହିଲେ, ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
Odia IRV 2017 (ଓଡିଆ ବାଇବେଲ)
ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”