1 Kings 3:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ମାରେ ପରମେଶ୍ବର, ତୁମ୍ଭେ ମାରେ ପିତା ଦାଉଦଙ୍କ ପଦ ରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦଖାଇବୋ ପାଇଁ ଅନଭିଜ୍ଞ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମୋର ପିତା ଦାଉଦଙ୍କ ପଦରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦେଖାଇବା ପାଇଁ ଅନଭିଜ୍ଞ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।