1 Kings 3:8 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧିଅରେ ଅଛି। ସମାନଙ୍କେର ସଂଖ୍ଯା ଅଗଣନ। ତେଣୁ ଜଣେ ଶାସକ ନିଶ୍ଚଯ ବହୁତ ନିଷ୍ପତ୍ତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ହେତୁରୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଦାସ ତୁମ୍ଭର ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି। ସେମାନଙ୍କର ସଂଖ୍ୟା ଅଗଣନୀୟ। ତେଣୁ ଜଣେ ଶାସକ ନିଶ୍ଚୟ ବହୁତ ନିଷ୍ପତ୍ତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।